କଣ୍ଟାବାଞ୍ଜି (ଆଜତକ୍ ଓଡ଼ିଶା) ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଅନେକ କଂଗ୍ରେସ କର୍ମୀ ଓ ଚାଷୀମାନେ ଆଜି ଏକ ରାଲିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି।ଚଳିତ ବର୍ଷ ସ୍ବଳ୍ପ ବର୍ଷା ଯୋଗୁଁ, ଚାଷ କାମ ଅଟକି ଯାଇଛି। ତେଣୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା କରାଯାଉ ବୋଲି ଦାବି କରିଛନ୍ତି ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜା।
କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀକୁ ସମ୍ପୂର୍ଣ୍ଣ ମରୁଡି ଗ୍ରସ୍ତ ଘୋଷଣା କରିବାକୁ ଦାବି
ଆଜତକ ଓଡ଼ିଶା
1
Right
ReplyDeletePost a Comment