ଜାନୁଆରୀ ୩ରୁ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ


ଆଜତକ୍ ଓଡ଼ିଶା : ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭ ହଜାର ବିଦ୍ୟାଳୟକୁ ଜାନୁୟାରୀ ୩ ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଯେଉଁ ବିଦ୍ୟାଳୟରେ ୧୦ମ ଶ୍ରେଣୀ ନିମନ୍ତେ ୫ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ସମେଟିଭ୍-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ଜାନୁୟାରୀ ଠାରୁ ଖୋଲାଯିବ। 

Post a Comment

Previous Post Next Post