କଣ୍ଟାମାଳ,(ମନଧରକର୍ମୀ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଗୁଡଭେଲିପଦର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି| ଏହି କାର୍ଯ୍ୟକ୍ରମ ରେ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ଛାତ୍ରଛାତ୍ରୀ ଓ ବନ ବିଭାଗ କର୍ମଚାରୀ ମାନେ ଉପସ୍ଥିତ ରହି ସ୍କୁଲ ପରିସରରେ ବୃକ୍ଷରୋପଣ କରିଥିଲେ
Post a Comment