ହରଭଙ୍ଗା,,(ସୁଶାନ୍ତ କୁମାର ବେହେରା )ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କମଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶିଶୁଦିବସ ତଥା ସ୍ୱାଧୀନ ଭାରତ ର ପ୍ରଥମ ପ୍ରଧାନ ମନ୍ତୀ ଜବାହରଲାଲ ନେହେରୁଙ୍କ ଜନ୍ମଦିନ ପାଳନ କରାଯାଇଛି । ପ୍ରଥମେ ଚାଚା ହେହେରୁଙ୍କ ଫଟୋ ଚିତ୍ରରେ ଧୂପ ପୁଷ୍ପମାଲ୍ୟ ପ୍ରଦାନ କରାଯିବା ସହ ପିଲାମାନଙ୍କ ମଧ୍ୟରେ ବକ୍ତୃତା, ସଂଗୀତ ପ୍ରତିଯୋଗିତା କରାଯାଇ ଶିଶୁ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିର୍ମଳ ରଣା କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ ସହ ଶିଶୁ ଦିବସ ପାଳନ ର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ । ସେହିପରି ହରଭଙ୍ଗା ବ୍ଲକ ରହରଭଙ୍ଗା, ପୁରୁଣାକଟକ, ରାମଗଡ, ତିଲେଶ୍ୱର, ଧଳପୁର ଚାରିଛକ, ଆଦି ବିଭିନ୍ନ ବିଦ୍ୟାଳୟଗୁଡିକରେ ରେ ମଧ୍ୟ ଶିଶୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ର ଶିଶୁ ମାନଙ୍କୁ ମିଷ୍ଟାନ ବଣ୍ଟନ କରାଯାଇଥିଲା ।

Post a Comment