ବୌଦ୍ଧ,(ସୁଶାନ୍ତ କୁମାର ବେହେରା) ଆଜି ସକାଳ ୧୦ଟା ସମୟରେ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି!ଏହି କାର୍ଯ୍ୟକ୍ରମ ରେ ୧୫ଗୋଟି ଅଭିଯୋଗ ଆସିଥିବା ବେଳେ ୧୪ଗୋଟି ବ୍ୟକ୍ତିଗତ ଓ ଗୋଟିଏ ଗ୍ରାମ ସାମୁହିକ ଅଭିଯୋଗ ଆସିଥିଲା ଏବଂ ସଙ୍ଗେ ସଙ୍ଗେ ୨ଗୋଟି ଅଭିଯୋଗ ସମାଧାନ ହୋଇଥିଲା!କାର୍ଯ୍ୟକ୍ରମ ରେ ଜିଲ୍ଲା ଆରକ୍ଷୀ ଅଧିକାରୀ ପ୍ରଲ୍ଲାଦ ସହାୟ ମିନ୍ନା,. ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର,ଙ୍କ ସମେତ ଜିଲ୍ଲା ର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।

Post a Comment