କଣ୍ଟାମାଳ (ମନଧରକର୍ମୀ) ସରକାର ନୀରବଛିନ୍ନ ଭାବରେ ବିଦ୍ୟୁତ୍ ସେବା ଯୋଗାଇ ଦେବା ପାଇଁ ଅନେକ ଯୋଜନା ପ୍ରଣୟନ କରି ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ଉପରିସ୍ଥ ଅଧିକାରୀଙ୍କ ଅବହେଳା ମନୋଭାବ ଯୋଗୁଁ ୪ଦୀନ ହେଲା ଅନ୍ଧାର ରେ ଅଛନ୍ତି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବରଗାଁ ଗ୍ରାମପଞ୍ଚାୟତ ମହିବିଲା ଗ୍ରାମର ୧୫୦ ପରିବାର। ବିଦ୍ୟୁତ୍ ବିଭାଗ ଏଥି ପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଦାବୀ କରୁଛନ୍ତି।

Post a Comment