ବଲାଙ୍ଗିର (ଗଣେଶ ଦାସ) ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ତଥା ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦାୟିତ୍ଵ ରେ ଥିବା ଜୟଦେବ ପାଣିଗ୍ରାହୀ ଗତ ଶୁକ୍ରବାର ସରକାରୀ ଚାକିରି ରୁ ଅବସର ଗ୍ରହଣ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି । ଶ୍ରୀ ପାଣିଗ୍ରାହୀ ବଲାଙ୍ଗିର ଜିଲ୍ଲାରେ କାର୍ଯ୍ୟ କରିବା ପୂର୍ବରୁ ସୁନ୍ଦରଗଡ , ସମ୍ବଲପୁର ,ଝାରସୁଗୁଡା ଓ ରାଉରକେଲା ର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ଵ ନିର୍ବାହ କରିଥିଲେ । ଜିଲ୍ଲା କାର୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଙ୍କ ଉପସ୍ଥିତିରେ ଜିଲ୍ଲା କାର୍ୟାଳୟ ର ଅଧିକାରୀ ଓ କର୍ମଚାରୀ ମାନେ ଶ୍ରୀ ପାଣିଗ୍ରାହୀ ଙ୍କୁ ଅବସରକାଳିନ ସମ୍ବର୍ଦ୍ଧନା ଦେଇଥିଲେ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟlଳୟର କର୍ମଚାରୀ ମାନେ ମଧ୍ୟ ଶ୍ରୀ ପାଣିଗ୍ରାହୀ ଙ୍କୁ ଅବସରକାଳିନ ସମ୍ବର୍ଦ୍ଧନା ଦେଇଥିଲେ ।

Post a Comment