କଣ୍ଟାବାଞ୍ଜି ୨୧/୦୭ (ଆଜତକ୍ ଓଡ଼ିଶା) ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ପାଳିତ ହୋଇଥିଲା।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ କୈବଲ୍ୟ ମାଝୀଙ୍କ ସଭାପତିତ୍ୱରେ ଅତିରିକ୍ତ ବ୍ଳକ ଶିକ୍ଷା ଅଧିକାରୀ ଶ୍ରୀ ଫକୀର ଚରଣ ବିଶି, ମାନ୍ଦଲା କ୍ଳଷ୍ଟର ସଂଯୋଜକ ଶ୍ରୀ ଧନସିଂ ମାଝୀ, ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁ ଉପସ୍ଥିତ ଥିଲେ।ବରିଷ୍ଠ ଶିକ୍ଷକ ଶ୍ରୀ ବିରଂଚି ନାରାୟଣ ଦାଶ ସଭା ପରିଚାଳନା କରିଥିଲେ।ଅତିଥି ମାନଙ୍କୁ ପୁଷ୍ପଗୁଛ୍ଛ ଦେଇ ସ୍ୱ।ଗତ କରିବା ପରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଶିକ୍ଷକ ମନୋଜ ତାଣ୍ଡୀ, ଅଲେଖ ବନଗୋଲା,ବିଶେଶ୍ୱର ମୁଦୁଲି, ନରେଶ ତାଣ୍ଡୀ, ସୂରଜ ଛତ୍ରିଆ,ସମେତ ପରିଚାଳନା କମିଟିର ସଭ୍ୟସଭ୍ୟା ସହଯୋଗ କରିଥିଲେ।

Post a Comment