ଭବାନୀପାଟଣା ୧୪/୦୯ (ଆଜତକ୍ ଓଡ଼ିଶା) ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ୧୯୪୯ ମସିହା ସେପ୍ଟେମ୍ବର ୧୪ ତାରିଖ ଦିନ ହିନ୍ଦୀ ଭାଷା କୁ ରାଷ୍ଟ୍ରୀୟ ଭାଷାର ମାନ୍ୟତା ମିଳିଥିଲା ଓ ହିନ୍ଦୀ ଭାଷା ଭାରତ ର ସଂସାର ଓ ସଂସ୍କୃତି ର ପ୍ରତିବିମ୍ବ ଅଟେ, ହିନ୍ଦୀ ଭାଷା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ଆମର ରାଷ୍ଟ୍ରୀୟ ଧର୍ମ ବୋଲି ସ୍କୁଲ ର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ ।କାଯ୍ୟକ୍ରମ ଟିକୁ ମନୀଷା ସିଂ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଚନ୍ଦ୍ରପ୍ରଭା ମିଶ୍ର, ଅପରାଜିତା ମଲ୍ଲିକ, ସାଧନା ପ୍ରଧାନ, ଅର୍ଣ୍ଣପୂର୍ଣ୍ଣା ପରି, ସୌମ୍ୟ ମିଶ୍ର ଓ ଶିକ୍ଷକ ବିଶ୍ୱରଂଜନ ମହାପାତ୍ର ସହଯୋଗ କରିଥିବା ବେଳେ ଶିକ୍ଷକ ସମ୍ପଦ ମୁଣ୍ଡ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।

Post a Comment