କୋରାପୁଟ :(ଆଜତକ୍ ଓଡ଼ିଶା) ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଅବସରରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁରର ଶିକ୍ଷକ ଯଜ୍ଞେଶ୍ଵର ପଣ୍ଡା ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସମ୍ମାନିତ ହୋଇଛନ୍ତି।ପ୍ରକାଶ ଥାଉକି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ଏକ ଅଭିନଵ ପ୍ରୟାସ ଯାହା ବହୁ ପ୍ରଶଂସନୀୟ ।

Post a Comment