ନୂଆପଡା:- (ବିରବଲ ପ୍ରଧାନ)ନୂଆପଡ଼ା ଜିଲ୍ଲା ଖଡିଆଳ ତିଖାଲି ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରିଛନ୍ତି। ବୁଧବାର ଦୁଇ ଗୋଟି ଗେଟ୍ ଖୋଲି ଜଳ ନିଷ୍କାସନ କରାଯାଇଥିବା ବେଳେ ଗେଟ୍ ନମ୍ୱର୍ ୩ ଓ ୬ ଖୋଲା ଯାଇଥିଲା। ଜଳ ନିଷ୍କାସନ ବେଳେ ତିଖାଳି ଜଳ ସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସଂଜୀବ ଜ୍ଞାନ ଭତ୍ରା, ଜିଲ୍ଲା ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଜୟପୁରିଆ, ଖଡିଆଳ ବିଡ଼ିଓ ବିରସେନ ବେହେରା,ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଖଡ଼ିଆଳ ମାଁ ଗାୟତ୍ରୀ ଜଳ ଆବଣ୍ଟନ କମିଟି ସଭାପତି ଶ୍ରୀରାମ ସମେନ୍ଦ୍ର ସିଂହ, ସମ୍ପାଦକ ସୁଶାନ୍ତ କୁମାର ବିଶି ପ୍ରମୁଖ ଉପସ୍ଥିତି ଥିଲେ। ଅନ୍ୟ ଲଘୁଚାପ ହେବା ପୂର୍ବାନୁମାନ ଥିବାରୁ ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ପରାମର୍ଶ କ୍ରମେ ଡେମ ରୁ ଜଳ ନିଷ୍କାସିତ ହେଉଅଛି। ବିଭାଗୀୟ ଅଧିକାରୀଙ୍କ ସୂଚନା ଅନୁଯାୟୀ ଡେମ ପ୍ରତି ସେକେଣ୍ଡରେ ୯୮ କ୍ୟୁବିକ ସେଟ୍ ଜଳ ନିଷ୍କାସନ ହେଉଥିବା ବେଳେ ଡେମ ଜଳରାଶିରେ ୨୬୩.୪୪ ମିଟର ଜଳ ରହିଅଛି। ଜଳ ରାଶିରେ ୨୭୧.୬୪୫ ମିଲିୟନ କ୍ୟୁବିକ ମିଟର ଜଳ ରହିଅଛି।

Post a Comment