ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ) ଓଲିଉଡ୍ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ସୁଟିଂ ସାରି ଫେରୁଥିବାବେଳେ କେନାଲକୁ ଖସିଲା କାର । ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା କାର୍ । କଳାଝରି ନିକଟ ଦୟା ୱେଷ୍ଟ ନାଳ ଭିତରକୁ ଖସିପଡ଼ିଲା କାର୍ । ତେବେ ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ରହିଛି । ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ଅଭିନେତା ଅଭିନେତା ଅଶ୍ରୁମୋଚନ ମହାନ୍ତି ଶ୍ରୀରାମ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଛବି ‘କୁରୁକ୍ଷେତ୍ର’ (୧୯୮୮) ଜରିଆରେ ଓଲିଉଡରେ ପାଦ ଥାପିଥିଲେ। ଏହାପରେ ସେ ଦୀର୍ଘ ୩୭ ବର୍ଷ ଧରି ଅଭିନୟ ଜଗତରେ ସକ୍ରିୟ ଅଛନ୍ତି। ସେ ଯାତ୍ରା ଜଗତର ଜଣେ ସଫଳ ନିର୍ଦ୍ଦେଶକ ଭାବେ ମଧ୍ୟ କାମ କରିଛନ୍ତି। ଚଳଚିତ୍ର ବ୍ୟତୀତ ସେ ଅନେକ ଟେଲି ଧାରାବାହିକରେ ବି ଅଭିନୟ କରିଛନ୍ତି।
ନାଳକୁ ଖସିପଡ଼ିଲା ଅଭିନେତା ଅଶ୍ରୁମୋଚନଙ୍କ କାର୍
Saturday, November 08, 2025
0

Tags