ରାଜ୍ୟରେ ଶୀତଳଭଣ୍ଡାର ପର୍ଯ୍ୟାପ୍ତ ଥିଲେ ଏବେ ଆଳୁ ସଙ୍କଟ ଉପୁଜି ନଥାନ୍ତା : ମନ୍ତ୍ରୀ

ଆଜତକ ଓଡ଼ିଶା
0

ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ) ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ'। ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି । ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ: ମନ୍ତ୍ରୀ। ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି। ସବ୍ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ୨୫୨ କୋଟି ଟଙ୍କା ବ୍ୟୟବରାଦ । ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି।

Post a Comment

0 Comments

Please Select Embedded Mode To show the Comment System.*

3/related/default