ଭଙ୍ଗାଯିବ ବର୍ତ୍ତମାନର ନଅ ତାଲା, ସେଚ ସଦନ ଓ ରାଜୀବ ଭବନ.. ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଆଜତକ ଓଡ଼ିଶା
0

ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ) ରାଜ୍ୟରେ ନୂଆ ବିଧାନସଭା ତିଆରି ନେଇ ଖବର ଆସିବା ପରେ, ଚର୍ଚ୍ଚା ହେଉଥିଲା ଯେ, ପୁରୁଣା ବିଧାନସଭା କଣ ହେବ? ଏବେ ଏନେଇ ସ୍ପଷ୍ଟୋକ୍ତି ରଖିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତାଙ୍କ କହିବା ଅନୁସାରେ, ବର୍ତ୍ତମାନ ଥିବା ବିଧାନସଭା କୋଠାକୁ ଭଙ୍ଗାଯିବନି । ଏହାକୁ ସନ୍ତକ ହିସାବରେ ରଖାଯିବ । ଏମିତି କି ଭବିଷ୍ୟତରେ ଏହାକୁ ମ୍ୟୁଜିୟମ ଭାବରେ ମଧ୍ୟ ବ୍ୟବହାର କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି ଆଗକୁ ଓଡ଼ିଶାରେ ବିଧାନ ପରିଷଦ ଗଠନ ହୁଏ ତେବେ ଏହି ପୁରୁଣା ବିଧାନସଭା ଗୃହକୁ ବିଧାନ ପରିଷଦ ଗୃହ ଭାବେ ମଧ୍ୟ ବ୍ୟବହାର କରିହେବ ବୋଲି ସେ ସୂଚନା ଦେଇଛନ୍ତି । ଏହାସହ ନୂଆକରି ତିଆରି ହେବାକୁ ଥିବା ବିଧାନସଭାରେ ୩୦୦ ସଦସ୍ୟ ବସିପାରିବେ । ଲୋକସେବା ଭବନ ଏବଂ ବିଧାନସଭା ମଝିରେ ଥିବା ଖାଲି ସ୍ଥାନରେ ଏହି ନୂଆ ବିଧାନସଭା ଗଠନ ହେବ । ଅନ୍ୟପଟେ ରାଜ୍ୟରେ ନୂଆ ବିଧାନସଭା ତିଆରି ନେଇ ଖବର ଆସିବା ପରେ, ଚର୍ଚ୍ଚା ହେଉଥିଲା ଯେ, ପୁରୁଣା ବିଧାନସଭା କଣ ହେବ? ଏବେ ଏନେଇ ସ୍ପଷ୍ଟୋକ୍ତି ରଖିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତାଙ୍କ କହିବା ଅନୁସାରେ, ବର୍ତ୍ତମାନ ଥିବା ବିଧାନସଭା କୋଠାକୁ ଭଙ୍ଗାଯିବନି । ଏହାକୁ ସନ୍ତକ ହିସାବରେ ରଖାଯିବ । ଏମିତି କି ଭବିଷ୍ୟତରେ ଏହାକୁ ମ୍ୟୁଜିୟମ ଭାବରେ ମଧ୍ୟ ବ୍ୟବହାର କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି ଆଗକୁ ଓଡ଼ିଶାରେ ବିଧାନ ପରିଷଦ ଗଠନ ହୁଏ ତେବେ ଏହି ପୁରୁଣା ବିଧାନସଭା ଗୃହକୁ ବିଧାନ ପରିଷଦ ଗୃହ ଭାବେ ମଧ୍ୟ ବ୍ୟବହାର କରିହେବ ବୋଲି ସେ ସୂଚନା ଦେଇଛନ୍ତି । ଏହାସହ ନୂଆକରି ତିଆରି ହେବାକୁ ଥିବା ବିଧାନସଭାରେ ୩୦୦ ସଦସ୍ୟ ବସିପାରିବେ ।ଲୋକସେବା ଭବନ ଏବଂ ବିଧାନସଭା ମଝିରେ ଥିବା ଖାଲି ସ୍ଥାନରେ ଏହି ନୂଆ ବିଧାନସଭା ଗଠନ ହେବ ।ଅନ୍ୟପଟେ ରାଜ୍ୟରେ ନୂଆ ବିଧାନସଭା ତିଆରି ନେଇ ଖବର ଆସିବା ପରେ, ଚର୍ଚ୍ଚା ହେଉଥିଲା ଯେ, ପୁରୁଣା ବିଧାନସଭା କଣ ହେବ? ଏବେ ଏନେଇ ସ୍ପଷ୍ଟୋକ୍ତି ରଖିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତାଙ୍କ କହିବା ଅନୁସାରେ, ବର୍ତ୍ତମାନ ଥିବା ବିଧାନସଭା କୋଠାକୁ ଭଙ୍ଗାଯିବନି । ଏହାକୁ ସନ୍ତକ ହିସାବରେ ରଖାଯିବ । ଏମିତି କି ଭବିଷ୍ୟତରେ ଏହାକୁ ମ୍ୟୁଜିୟମ ଭାବରେ ମଧ୍ୟ ବ୍ୟବହାର କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି ଆଗକୁ ଓଡ଼ିଶାରେ ବିଧାନ ପରିଷଦ ଗଠନ ହୁଏ ତେବେ ଏହି ପୁରୁଣା ବିଧାନସଭା ଗୃହକୁ ବିଧାନ ପରିଷଦ ଗୃହ ଭାବେ ମଧ୍ୟ ବ୍ୟବହାର କରିହେବ ବୋଲି ସେ ସୂଚନା ଦେଇଛନ୍ତି । ଏହାସହ ନୂଆକରି ତିଆରି ହେବାକୁ ଥିବା ବିଧାନସଭାରେ ୩୦୦ ସଦସ୍ୟ ବସିପାରିବେ । ଲୋକସେବା ଭବନ ଏବଂ ବିଧାନସଭା ମଝିରେ ଥିବା ଖାଲି ସ୍ଥାନରେ ଏହି ନୂଆ ବିଧାନସଭା ଗଠନ ହେବ ।

Post a Comment

0 Comments

Please Select Embedded Mode To show the Comment System.*

3/related/default