ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ) ଚଳିତ ବର୍ଷ ଅନ୍ଲାଇନ୍ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା। ଏଥିପାଇଁ କଳା ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଚୂଡାନ୍ତ ପାଇଁ ବଜେଟ ଫାଇନାଲ ହୋଇନାହିଁ। ବଜେଟ ମଞ୍ଜୁର ହେଲେ ସେ ଦିଗରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି lତେବେ ଅନଲାଇନ୍ ବ୍ୟବସ୍ଥାରେ ପରୀକ୍ଷା ଉତ୍ତର ଖାତା ମୂଲ୍ୟାୟନ କରାଯିବ । ଆନୁସଙ୍ଗୀକ ବ୍ୟବସ୍ଥା ପାଇଁ ଅର୍ଥ ପ୍ରଦାନ କରାଯିବ । ଟାଇମ୍ ପିରିୟଡ ଭିତରେ ଖାତା ଦେଖା ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି । ଏ ନେଇ ବିଭାଗ ଯୋଜନା କରୁଛି, ପ୍ରସ୍ତାବ ମଧ୍ୟ ଦିଆଯାଇଛି । ଆପ୍ରୁଭାଲ୍ ମିଳିଲେ କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି ।
ଯୁକ୍ତ ୨ ପରୀକ୍ଷାରେ ଚଳିତ ବର୍ଷ ହୋଇପାରେ ଅନଲାଇନ୍ ଖାତା ଦେଖା...କଳା ବିଭାଗ ପାଇଁ ପ୍ରସ୍ତୁତି କରାଯାଉଛି କହିଲେ ଗଣଶିକ୍ଷା ମନ୍ତ୍ରୀ
Tuesday, January 13, 2026
0