ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କରିଥିଲା ବଲାଙ୍ଗୀର ଭିଜିଲାନ୍ସ ଟିମ । ସୂଚନା ମୁତାବକ କୌଷିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତି ଠାରୁ ରେଙ୍ଗାଲ ଗଛ କାଟିବା ପାଇଁ ଅନୁମତି ଦେବାରେ ୧୦ ହଜାର ଟଙ୍କା ଦାବି କରିଥିଲେ ଫରେଷ୍ଟର ଅଶୋକ କୁମାର ନାଏକ ତେବେ ଏ ନେଇ କୌଶିକ ଭୋଇ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ରେଞ୍ଜ ବଲାଙ୍ଗୀର ଭିଜିଲାନ୍ସ ଠାରେ ଅଭିଯୋଗ କରିଥିଲେ। ତେବେ ଅଭିଯୋଗ ପରେ ଆଜି ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡିବସିଲା ଭିଜିଲାନ୍ସ। ଆଉ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଜାମିନ ନାମଞ୍ଜୁର ହେବାରୁ ଜେଲ ଯାଇଥିବା ଜଣାପଡିଛି ।
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଫରେଷ୍ଟର
Wednesday, January 07, 2026
0