ବେଲପଡା କଲେଜରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ଆଜତକ ଓଡ଼ିଶା
0

ବଲାଙ୍ଗିର : (ଗଣେଶ ଦାସ) ମହାନଦୀ ନେତ୍ର ଚିକିତ୍ସା କେନ୍ଦ୍ର ଆନୁକୂଲ୍ୟରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ପଂଚାୟତ ସମିତି ମହାବିଦ୍ୟାଲୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମେହେର ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଓ ସଭାପତିତ୍ୱରେ ମହାବିଦ୍ୟାଳୟର ଛାତ୍ର, ଛାତ୍ରୀ, ଅଧ୍ୟାପକ, ଅଣ - ଶିକ୍ଷକ କର୍ମଚାରୀ ଓ ପୁରାତନ ଛାତ୍ର ଛାତ୍ରୀ ଙ୍କୁ ନେଇ ଏକ ନିଃଶୁଳ୍କ ମାଗଣା ଚକ୍ଷୁ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପ୍ରାୟ ୧୫୦ ଛାତ୍ର ଛାତ୍ରୀ ଚକ୍ଷୁ ପରୀକ୍ଷା କରାଇବା ସହିତ ୪୦ ଜଣ ଷ୍ଟାଫ ମେମ୍ବର ଆଖି ପରୀକ୍ଷଣ କରିଥିଲେ । ଏଥିରେ ଯୁବ ରେଡ଼କ୍ରସ ସ୍ବେଛାସେବୀ ମାନେ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରିଥିଲେ ।

Post a Comment

0 Comments

Please Select Embedded Mode To show the Comment System.*

3/related/default